Narendra Modi @narendramodi
ନୂଆଁଖାଇ ଜୁହାର ଓଡିଶାର ଏକ ସର୍ବପୁରାତନ ପର୍ବ ନୂଆଁଖାଇର ପବିତ୍ର ଅବସରରେ ସମାଜର ସବୁବର୍ଗ ବିଶେଷ ଭାବରେ ଆମର ପରିଶ୍ରମୀ ଚାଷୀଭାଇ ମାନଙ୍କର ସୁଖ ଓ ସମୃଦ୍ଧି କାମନା କରୁଛି । ସମସ୍ତଙ୍କର ଉତ୍ତମ ସ୍ୱାସ୍ଥ୍ୟ ଓ ଉନ୍ନତି ପାଇଁ ଭଗବାନଙ୍କ ନିକଟରେ ପ୍ରାର୍ଥନା । — PolitiTweet.org