Narendra Modi @narendramodi
ଓଡ଼ିଶାବାସୀଙ୍କୁ ଓଡ଼ିଆ ନବ ବର୍ଷ ଅବସରରେ ହାର୍ଦ୍ଦିକ ଶୁଭକାମନା । ମହାବିଷୁବ ପଣା ସଂକ୍ରାନ୍ତି ଅବସରରେ ଅଭିନନ୍ଦନ । ବର୍ଷ ସାରା ଖୁସି ଏବଂ ଉତ୍ତମ ସ୍ୱାସ୍ଥ୍ୟ ପାଇଁ ପ୍ରାର୍ଥନା । Happy #OdiaNewYear and Maha Bishuba Pana Sankranti. May the coming year bring happiness and good health in everyone’s lives. — PolitiTweet.org