
Narendra Modi @narendramodi
ସାଂସଦ ରଘୁନାଥ ମହାପାତ୍ରଙ୍କ ବିୟୋଗରେ ଦୁଃଖିତ। କଳା, ଭାସ୍କର୍ଯ୍ୟ ଓ ସଂସ୍କୃତି ଦୁନିଆକୁ ତାଙ୍କର ଅବଦାନ ଥିଲା ଅତୁଳନୀୟ। ପାରମ୍ପରିକ କଳାକୁ ତାଙ୍କର ଯୋଗଦାନ ଚିର ସ୍ମରଣୀୟ ହୋଇ ରହିବ। ତାଙ୍କର ପରିବାର ଓ ପ୍ରଂଶସକ ମାନଙ୍କ ପାଇଁ ମୋର ସମବେଦନା। ଓଁ ଶାନ୍ତି — PolitiTweet.org