
Narendra Modi @narendramodi
ଶ୍ରୀଯୁକ୍ତ ନନ୍ଦ ପୃଷ୍ଟିଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ । ଓଡ଼ିଶାରେ ଶିକ୍ଷାର ପ୍ରସାର ପାଇଁ ସମ୍ମାନନୀୟ ନନ୍ଦ ସାରଙ୍କ ଉଦ୍ୟମ ଅନେକ ପିଢ଼ି ପର୍ଯ୍ୟନ୍ତ ସ୍ମରଣୀୟ ହୋଇ ରହିବ । ଗତ କିଛି ସପ୍ତାହ ପୂର୍ବରୁ ଆୟୋଜିତ ପଦ୍ମ ପୁରସ୍କାର ସମାରୋହରେ ସେ ଦେଶର ଦୃଷ୍ଟି ଆକର୍ଷଣ କରିବା ସହ ଦେଶବାସୀଙ୍କ ଶ୍ରଦ୍ଧାର ପାତ୍ର ହୋଇଥିଲେ । ଓଁ ଶାନ୍ତି https://t.co/Wzdh0Z6KVb — PolitiTweet.org